Public App Logo
Jansamasya
हादसा
News
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Crime
Jharkhand
Up
Bollywood
दिल्ली
Breakingnews
Nitishkumar
Madhya_pradesh
Mp
Nsui
Madhyapradesh
Pmmodi
Rahulgandhi
Actor
Haryana
Uttarpradesh
Cbse
No video available

କେନ୍ଦ୍ରାପଡା: ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପରିସରରେ ଅସହାୟ ବ୍ୟକ୍ତି ମାନଙ୍କୁ ଛତା ବଣ୍ଟନ କଲେ ଥାନା ଅଧିକାରିଣୀ ବନ୍ଦନା ପାତ୍ର

ଆଜି ଉତ୍କଳ ଦିବସ ଉପଲକ୍ଷେ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପରିସରରେ ଦିନ 10 ଟା ବେଳେ ଏକ ଛତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି l ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଅସହାୟ ବ୍ୟକ୍ତି ମାନଙ୍କୁ ଏହି ଛତା ବଣ୍ଟନ କରାଯାଇଛି lଏହି ନିଆରା କାର୍ଯକ୍ରମ ଅୟୋଜନ କରାଯାଇଥିବା ନେଇ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଧିକାରିଣୀ ବନ୍ଦନା ପାତ୍ର ପ୍ରତିକ୍ରିୟା ରଖିଛନ୍ତି l ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଧିକାରିଣୀ ବନ୍ଦନା ପାତ୍ର ଫିତା କାଟି ଏହି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ l

MORE NEWS

କେନ୍ଦ୍ରାପଡା: ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପରିସରରେ ଅସହାୟ ବ୍ୟକ୍ତି ମାନଙ୍କୁ ଛତା ବଣ୍ଟନ କଲେ ଥାନା ଅଧିକାରିଣୀ ବନ୍ଦନା ପାତ୍ର - Kendrapara News