ଲାଠି ରୁ ମହୁଡା ରୋଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ସଡ଼କ ଦୁର୍ଘଟଣାରେ ଜଣେ ବାଇକ ଆରୋହୀ ଗୁରୁତର ଭାବେ ଆହତ ହୋଇ ରାସ୍ତା କଡ଼ରେ ପଡି ରହିଥିବା ଦେଖିବାକୁ ମିଳିଥିଲା। ଶୁକ୍ରବାର ରାତିରେ ସ୍ଥାନୀୟ ଲୋକ ଦେଖିବା ପରେ ଏନେଇ ସ୍ଥାନୀୟ ପୋଲିସକୁ ଖବର ଦେବା ସହ ଗୁରୁତର ବ୍ଯକ୍ତିକୁଂ ଉଧାର କରି ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛନ୍ତି।