Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Pmmodi
Rahulgandhi
यूपी
कानपुर
Pm
Uttarpradesh
Haryana
image
image
image

ମାଲକାନଗିରି ସ୍ୱାସ୍ଥ୍ୟ ସେବାର ସମୀକ୍ଷା କଲେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ: ତୃଣମୂଳ ସ୍ତରରେ ଯୋଜନା ପହଞ୍ଚାଇବାକୁ ନିର୍ଦ୍ଦେସ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ସ୍ୱାସ୍ଥ୍ୟ ସେବାର ଗୁଣାତ୍ମକ ମାନ ଏବଂ ସରକାରୀ ଯୋଜନାର ସଫଳ ରୂପାୟନ ନେଇ ଏକ ଉଚ୍ଚସ୍ତରୀୟ ମିଳିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାର ସମସ୍ତ ସ୍ୱାସ୍ଥ୍ୟ ଅଧିକାରୀ, ବ୍ଲକ ମେଡିକାଲ ଅଫିସର ଏବଂ ସମଗ୍ର ଆଇସିଡିଏସ ବିଭାଗର ବରିଷ୍ଠ କର୍ମଚାରୀମାନେ ସାମିଲ ହୋଇଥିଲେ । ମାଲକାନଗିରି ଭଳି ଏକ ଜନଜାତି ବହୁଳ ଓ ଦୁର୍ଗମ ଅଞ୍ଚଳରେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମଗୁଡ଼ିକୁ କିପରି ସୁରୁଖୁରୁରେ ଲୋକଙ୍କ ପାଖରେ ପହଞ୍ଚାଯାଇପାରିବ, ସେ ନେଇ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା । #MalkangiriNews

Malkangiri, Malkangiri | Jul 15, 2026

MORE NEWS

ମାଲକାନଗିରି ସ୍ୱାସ୍ଥ୍ୟ ସେବାର ସମୀକ୍ଷା କଲେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ: ତୃଣମୂଳ ସ୍ତରରେ ଯୋଜନା ପହଞ୍ଚାଇବାକୁ ନିର୍ଦ୍ଦେସ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ସ୍ୱାସ୍ଥ୍ୟ ସେବାର ଗୁଣାତ୍ମକ ମାନ ଏବଂ ସରକାରୀ ଯୋଜନାର ସଫଳ ରୂପାୟନ ନେଇ ଏକ ଉଚ୍ଚସ୍ତରୀୟ ମିଳିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାର ସମସ୍ତ ସ୍ୱାସ୍ଥ୍ୟ ଅଧିକାରୀ, ବ୍ଲକ ମେଡିକାଲ ଅଫିସର ଏବଂ ସମଗ୍ର ଆଇସିଡିଏସ ବିଭାଗର ବରିଷ୍ଠ କର୍ମଚାରୀମାନେ ସାମିଲ ହୋଇଥିଲେ । ମାଲକାନଗିରି ଭଳି ଏକ ଜନଜାତି ବହୁଳ ଓ ଦୁର୍ଗମ ଅଞ୍ଚଳରେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମଗୁଡ଼ିକୁ କିପରି ସୁରୁଖୁରୁରେ ଲୋକଙ୍କ ପାଖରେ ପହଞ୍ଚାଯାଇପାରିବ, ସେ ନେଇ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା । #MalkangiriNews - Malkangiri News