ଉତ୍କଳମଣିଙ୍କ ଶ୍ରାଦ୍ଧ ଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି !
ପଣ୍ଡିତ ଗୋପବନ୍ଧୁ ଦାସଙ୍କ ତ୍ୟାଗ ଓ ସେବା ଆମ ସମସ୍ତଙ୍କ ପାଇଁ ସଦାସର୍ବଦା ପ୍ରେରଣାର ଉତ୍ସ। ଆଜି ତାଙ୍କ ଶ୍ରାଦ୍ଧ ଦିବସ ଅବସରରେ ମାନ୍ୟବର ସାଂସଦ ଶ୍ରୀଯୁକ୍ତ ବଳଭଦ୍ର ମାଝୀ, ଜିଲ୍ଲାର ଶିକ୍ଷକ, ବୁଦ୍ଧିଜୀବୀ, ସାମ୍ବାଦିକ ଏବଂ ଛାତ୍ରଛାତ୍ରୀମାନଙ୍କ ଗହଣରେ ଏହି ମହାନ ଜନନାୟକଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।
#GopabandhuDas #Utkalamani #Odisha #Tribute #Respect #Malkangiri