ସୁନ୍ଦରଗଡ ସହର: କୃତ୍ରିମ ଅଙ୍ଗ ପ୍ରତ୍ୟାରୋପଣ କାର୍ଯ୍ୟକ୍ରମ ସକ୍ଷମ ରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ସ୍ଥିତ ନର୍ସିଂ କଲେଜ ପ୍ରାଙ୍ଗଣରେ ଚାଲିଥିବା ସକ୍ଷମ କାର୍ଯ୍ୟକ୍ରମ ରେ ଆଜି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ମୁଖ୍ୟ ଅତିଥି ଭାବ ରେ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମ ଗତ କାଲି ଠାରୁ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଥିବା ବେଳେ ଆଜି ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଅଂଶଗ୍ରହଣ କରିଥିଲେ।