Public App Logo
Jansamasya
National
Haryana
Pmmsy
Matsyasampadasesamriddhi
���ीएसटी
Cybersecurityawareness
Nextgengst
Fidfimpact
Happydiwali
Diwali2025
Railinfra4andhrapradesh
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat

ଜୁଜୁମୁରା: ଖେଜୁରପାଲି ଗ୍ରାମକୁ ରାସ୍ତା ନିର୍ମାଣ ପାଇଁ ଦାବି କଲେ ଗ୍ରାମବାସୀ

Jujomura, Sambalpur | Oct 29, 2025
ଖେଜୁରପାଲି ଗ୍ରାମକୁ ରାସ୍ତା ନିର୍ମାଣ ପାଇଁ ଦାବି କଲେ ଗ୍ରାମବାସୀ ସମ୍ବଲପୁର ଜିଲ୍ଲା ଜୁଜୁମୁରା ବ୍ଳକ ଘେନୁପାଲି ପଞ୍ଚାୟତ ଅନ୍ତର୍ଗତ ଖେଜୁରପାଲି ଗ୍ରାମକୁ ରାସ୍ତା ନିର୍ମାଣ ପାଇଁ ବୁଧବାର ସକାଳେ ଗ୍ରାମବାସୀ ଦାବି କରିଛନ୍ତି । ସୂଚନାଯୋଗ୍ୟ ଯେ ଉକ୍ତ ଗ୍ରାମର ୨୦୦ ପରିବାର ବସବାସ କରୁଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ପକ୍କା ରାସ୍ତା ଟିଏ ହୋଇପାରି ନାହିଁ । ମାଟି ମୋରୁମ ରାସ୍ତା ଥିବାରୁ ସାମାନ୍ୟ ବର୍ଷା ହେଲେ ରାସ୍ତାଟି ଖାଳ‌ ଖମା ସହ କାଦୁଆ ହୋଇଯାଇଥାଏ । ତେଣୁ ଉକ୍ତ ଗ୍ରାମକୁ ପକ୍କା କିମ୍ବା ପିଚୁ ରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀମାନେ ଦାବି କରିଛନ୍ତି ।

MORE NEWS