ଡ଼ିସେମ୍ବର ୨୫ତାରିଖ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୨ ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ର ସଦଭାବନା ଭବନ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ତନୟା ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁରଜ କୁମାର ପଟନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ କ୍ରିଷ୍ଣା କୁମାରୀ ନନ୍ଦ, ଅବସରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀ ଚିରବ୍ରତ ଦତ୍ତ ଅତିଥି ଭାବେ ଯୋଗଦେଇଥିଲେ ସେହିଭଳି ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟାପକ ଶ୍ରୀ ନୂତନ ଖମାରୀ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ, କାର୍ଯ୍ୟକ୍ରମ ଆରମ୍ଭରେ ଉପସ୍ଥିତ ଅତିଥି ମାନେ ଭରତରତ୍ନ ଅଟଳ ବିହାରୀ ବାଜପେୟୀ