ଜଳେଶ୍ଵର ନାବାଳିକା ହତ୍ୟା ମାମଲା: ଅଭିଯୁକ୍ତ କାହ୍ନୁ ଜେନାର ଜାମିନ ନାମଞ୍ଜୁର
Baleshwar, Balasore | Oct 25, 2026
ଜଳେଶ୍ଵର ନାବାଳିକା ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ ଅଭିଯୁକ୍ତ କାହ୍ନୁ ଜେନାର ଡାକ୍ତରୀ ପରୀକ୍ଷା ପରେ ତାକୁ କୋର୍ଟରେ ହାଜର କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ତାକୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।