ନୟାଗଡ଼ରେ ଆସନ୍ତା ବୋଇତ ବନ୍ଦାଣ ଯାତ୍ରା ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ପୋଖରୀ ସଫେଇ ସହ ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଲେ ନୟାଗଡ଼ ପୌର ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟ।