ଜୁଜୁମୁରା: ଯୁଜୁମୁରା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ
ଯୁଜୁମୁରା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ସମ୍ବଲପୁର ଜିଲ୍ଲା ଜୁଜୁମୁରା ବ୍ଳକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବୁଧବାର ସକାଳେ ଭାରତର ଜଶସ୍ବୀ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଜନ୍ମ ଦିବସ ଅବସରରେ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବ୍ଳକ ଅନ୍ତର୍ଗତ ସମସ୍ତ ପଞ୍ଚାୟତ କାର୍ଯ୍ୟାଳୟ , ସ୍କୁଲ କଲେଜ , ଥାନା , ଓ ଧମା ସ୍ଥିତ ମା ଝାଡେଶ୍ବରି ମହାବିଦ୍ୟାଳୟ ସମସ୍ତ ସରକାରୀ କାର୍ଯ୍ୟାଳୟ ରେ ୧୫ ହଜାର ରୁ ଅଧିକ ବିଭିନ୍ନ ପ୍ରକାରର ବୃକ୍ଷ ରୋପଣ କରାଯାଇଥିଲା ।