ଛତ୍ରପୁର: ବ୍ରହ୍ମପୁରରେ ଗାନ୍ଧୀ ଜୟନ୍ତୀ ପାଳନ: ମେୟରଙ୍କ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ
ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ବ୍ରହ୍ମପୁର ମେୟର। ଏହି ଅବସରରେ ଗାନ୍ଧୀଜୀଙ୍କ ଆଦର୍ଶ ଓ ସମାଜ ପ୍ରତି ତାଙ୍କର ଯୋଗଦାନକୁ ସ୍ମରଣ କରାଯାଇଛି।