ଉଦଳା ଠାରେ କପ୍ତିପଦା ଉପଖଣ୍ଡ ସ୍ତରୀୟ ମହୋତ୍ସବ ଧୁମୂସା ୨୦୨୫ ର ଆଜି ଅର୍ଥାତ ରବିବାର ୮ମ ସଂଧ୍ୟାରେ ଉଦଯାପିତ ହୋଇଯାଇଛି। ଏଥିରେ ଅତିଥି ଭାବେ ଉଦଳା ବିଧାୟକ ଭାସ୍କର ମଢେଇ, ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟ, ଏସପି ବରୁଣ ଗୁଣ୍ଟୁପାଲି, ଉଦଳାର ପୂର୍ବତନ ବିଧାୟକ ଶ୍ରୀନାଥ ସୋରେନ, ଉଦଳା ଏନଏସି ଅଧ୍ୟକ୍ଷା ପ୍ରମିଳା ପଣ୍ଡାଙ୍କ ସମେତ ବହୁ ବିଶିଷ୍ଟ ଅତିଥି ମଂଚାସୀନ ହୋଇଥିଲେ।