ସୂଚନା ଅନୁସରରେ ଆଜି ଅପରାହ୍ନ ୧ ଘଣ୍ଟା ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ ଲୁତୁରପଙ୍କ ଗ୍ରାମ ପଂଚାୟତ ଠାରେ ଭି ବି ରାମ ଜି ଯୋଜନା ର ସ୍ୱତନ୍ତ୍ର ଗ୍ରାମ ସଭା ସରପଞ୍ଚ ଶ୍ରୀଯୁକ୍ତ ସୂର୍ଯ୍ୟ କୁମାର ନନ୍ଦଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି, କାର୍ଯ୍ୟନିର୍ବାହୀ ଅଧିକାରୀ ଦେବେନ୍ଦ୍ର କମ୍ପ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ନୋଡାଲ ଅଧିକାରୀ ଖିରୋଦ କୁମାର ଧଳ ସଭାର ଉଦେଶ୍ୟ ଜ୍ଞାପନ ସହ ଯୋଜନା ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ l ବୈଠକରେ ଏମ ବି କେ, ସି ଆର ପି,