କଣ୍ଟାବାଞ୍ଜି: ଖଇରା ଗାଁରେ ବ୍ଲକସ୍ତରୀୟ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ- ଯୋଗଦେଲେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ
ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଖଇରା ସ୍ଥିତ ସତ୍ୟମହିମା ବିଦ୍ୟାପୀଠ ପରିସର ରେ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଯୋଗ ଦେଇ ଏହି କାର୍ଯ୍ୟକ୍ରମ ରେ ସାମିଲ ହୋଇଥିଲେ ।