ତେନ୍ତୁଳିଖୁଣ୍ଟିରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଉଦଯାପିତ ତେନ୍ତୁଳିଖୁଣ୍ଟି ବ୍ଲକ ଦିବ୍ୟ ହୃଦୟ ବାଳିକା ଉଚ୍ଚ ବିଦ୍ୟାଳୟ ପରିସର ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୂଲ୍ୟରେ ଆୟୋଜିତ ହୋଇଯାଇଛି ବ୍ଲକ ସ୍ଥରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଏବଂ ବିଜ୍ଞାନ ମେଳା ୨୦୨୫ । ତେନ୍ତୁଳିଖୁଣ୍ଟି ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନ ରୁ ବଛା ବଛା ପ୍ରକଳ୍ପ ଏହି ପ୍ରଦର୍ଶନୀ ରେ ଅଂଶ ଗ୍ରହଣ କରି ନିଜ ନିଜ ପ୍ରତିଭା ପ୍ରଦର୍ଶନ କରିଥିଲେ ।