ଚିକିଟି ମହାବିଦ୍ୟାଳୟ ଠାରେ ଶୁକ୍ରବାର ଅପରାହ୍ନରେ ଆତ୍ମନିର୍ଭର ଭାରତ ସ୍ୱଦେଶୀ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ ଯୋଗଦେଇ ଯୁବପିଢ଼ିଙ୍କୁ ଆତ୍ମନିର୍ଭର ଓ ସ୍ୱାବଲମ୍ବୀ କରିବା ଦିଗରେ ଏହି ପ୍ରକାର କାର୍ଯ୍ୟକ୍ରମ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ ବୋଲି କହିଛନ୍ତି।