ମାଲକାନଗିରି: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା କଲେ ନବରଙ୍ଗପୁର ସାଂସଦ
Malkangiri, Malkangiri | Sep 2, 2025
ଲୋକସଭା ସାଂସଦ ଇଂ ବଳଭଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଆଜି ଦିନ ୧୨ଟା ସମୟରେ ଅନୁଷ୍ଠିତ...