ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଛତ୍ରପୁର ଆଶ୍ରମ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଶନିବାର ସକାଳେ ଓ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପରମେଶ୍ୱର ପ୍ରଧାନ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇ ଯାଇଛି l ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ବାଟଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ପ୍ରଫୁଲ୍ଲ କୁମାର ପ୍ରଧାନ, ମୁଖ୍ୟ ବକ୍ତା ଭାବରେ ଅବସର ପ୍ରାପ୍ତ ଶିକ୍ଷକ ଭୀମସେନ ବେହେରା, ସମ୍ମାନୀତ ଅତିଥି ଭାବରେ ସାମ୍ବାଦିକ ତଥା ଶିଶୁସାହିତ୍ୟିକ କନ୍ଦର୍ପ ବେହେରା, ଗୋଗୁଆ ପଂଚାୟତ ର ସରପଞ୍ଚ ଧନେଶ୍ୱର ସାହୁ, ବିଦ୍ୟାଳୟ ପରିଚାଳନା କମିଟ