Public App Logo
Jansamasya
National
Bihar
Madhya_pradesh
Indianrailways
Patanjali
New_delhi
Chandigarh
South_delhi
Shahdara
Beattheheat
���हीद_दिवस
North_east_delhi
Nagaland
East_delhi
Tbmuktbharat
North_delhi
West_delhi
Notoadulteration
Railinfra4uttarpradesh
Railone
North_west_delhi
���िश्व_जल_दिवस
Thodadhyanse
Capacitybuilding
Educationforall
Worldwaterday
Chaitranavratri
Railsafety
���ंतर्राष्ट्रीय_वन_दिवस

ଜଟଣୀ: ଛତାବରରେ ସାଂସଦ ଓ ବିଧାୟକଙ୍କ ଉପସ୍ଥିତିରେ ୧୫ ୱାର୍ଡ ମେମ୍ବରଙ୍କ ସହ ବିଜେପିରେ ମିଶିଲେ ସରପଞ୍ଚ ବିଷ୍ଣୁ ପ୍ରସାଦ ଡେଙ୍ଗ

Jatani, Khordha | Aug 17, 2025
ଜଟଣୀ ଛତାବର ପଞ୍ଚାୟତ କାର୍ଯ୍ୟାଳୟରେ ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଉପସ୍ଥିତିରେ ୧୫ ୱାର୍ଡ ମେମ୍ବରଙ୍କ ସହ ବିଜେପିରେ ମିଶିଲେ ସରପଞ୍ଚ ବିଷ୍ଣୁ ପ୍ରସାଦ ଡେଙ୍ଗ | ଏହି କାର୍ଯ୍ୟକ୍ରମ ଆଜି ଅପରାହ୍ନ ୫ ଘଣ୍ଟିକା ସମୟରେ ଅନୁଷ୍ଠିତ ହୋଇଥିଲା |