ଗୁରୁବାର କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଶିରିମସ୍କା ଉଚ୍ଚ ବିଦ୍ୟାଳୟ ପରିସରରେ ହୋଇଯାଇଛି ପିଏମ୍ ଶ୍ରୀ ଉତ୍ସବ ୨୦୨୬ ଆୟୋଜିତ ହେଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବୈରାଗୀ ଚରଣ ନାଏକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବିଦ୍ୟାଳୟ ସ୍ତରୀୟ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ହେମ ସାଗର ମହାନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ମା ମାଣିକେଶ୍ବରୀ ପ:ସ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ସତ୍ୟ ନାରାୟଣ ମୁଣ୍ଡଛିନା ଯୋଗଦେଇଥିଲେ।