ପୋଲସରା: ନିମିନା ପଞ୍ଚାୟତ ରେ ମିଳିତ ଜନଶୁଣାଣି ଅନୁଷ୍ଠିତ
ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ନିମିନା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ବିଡ଼ିଓ ଶଶୀ ଭୂଷଣ ମହାପାତ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଜନଶୁଣାଣୀ କାର୍ଯ୍ୟକ୍ରମରେ ନିମିନା ପଞ୍ଚାୟତ ଅନ୍ତର୍ଗତ ସମସ୍ତ ଗ୍ରାମର ଜନସାଧାରଣ ସେମାନଙ୍କର ନାମ ପଞ୍ଜିକରଣ କରିଥିଲେ । ଏଥିରେ ମୋଟ ୯୪ରୁ ଉର୍ଦ୍ଧ ଟି ଅଭିଯୋଗ ପଞ୍ଜିକରଣ ହୋଇଥିଲା ସେଥି ମଧ୍ୟରୁ ୩୫ ଟିର ତତ୍କାଳ ସମାଧାନ ହୋଇଛି ସେହିପରି ୨୦ ଜଣଙ୍କୁ ନୂତନ ରାସନ କାର୍ଡ ପ୍ରଦାନ କରାଯାଇଥିବା ବେଳେ ୫ ଜଣଙ୍କୁ ଅନ୍ତର୍ଦେୟ ଗୃହ ନିର୍ମାଣ ପାଇଁ କାର୍ଯ୍ୟଦେଶ