କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ କ୍ୟାମ୍ପସ ପରିସର ସମ୍ପୂର୍ଣ୍ଣ ଚଳଚଞ୍ଚଳ। ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ ଉତ୍ସାହ।