Public App Logo
Jansamasya
News
पुलिस
Bjp
National
Bihar
India
चुनाव
बीजेपी
भाजपा
Congress
Modi
Delhi
Viral
Up
Bollywood
Breakingnews
महिला
Narendramodi
Nitishkumar
Madhya_pradesh
Mp
Madhyapradesh
Ahmedabad
Pmmodi
Rahulgandhi
यूपी
कानपुर
Uttarpradesh
Haryana
image
image
image
image

ଢେଙ୍କାନାଳସଦର ରେ ସାମାଜିକ ସାଂସ୍କୃତିକ ବିକାଶ ସଂଘ ପକ୍ଷରୁ ରଜ ଉପଲକ୍ଷେ ନୂତନ ବସ୍ତ୍ର ଓ ସାନିଟାରୀ ପ୍ୟାଡ ବଣ୍ଟନସୌମ୍ୟା ମିଶ୍ର ଓ ଗୁଡ଼ି ଶତପଥୀ ଉପସ୍ଥିତ ରହି ସମ୍ଭବ କରିଥିଲେ ସାମାଜିକ ସାଂସ୍କୃତିକ ବିକାଶ ସଂଘ ପକ୍ଷରୁ ରଜ ଉପଲକ୍ଷେ କୁନି ପିଲାଙ୍କୁ ନୂତନ ବସ୍ତ୍ର ଓ ମହିଳା ମାନଙ୍କୁ ସାନିଟାରୀ ପ୍ୟାଡ଼ ଦିଆଗଲା।ଢେଙ୍କାନାଳ ସଦର ବ୍ଲକ ଭାପୁର ଗ୍ରାମର ଏକ ବସ୍ତିରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ କରାଗଲା।ବଣ୍ଟନ କାର୍ଯ୍ୟ ସମେତ ଋତୁସ୍ରାବ ସଚେତନତା କାର୍ଯ୍ୟକ୍ରମ ମଧ୍ୟ କରାଗଲା।ଏଥିରେ ସମାଜସେବୀ ଶୁଭ ପଣ୍ଡା ଓ ସାମାଜିକ ସାଂସ୍କୃତିକ ବିକାଶ ସଂଘର କାର୍ଯ୍ୟକର୍ତ୍ତା ସୌମ୍ୟା ମିଶ୍ର ଓ ଗୁଡ଼ି ଶତପଥୀ ଉପସ୍ଥିତ ରହିଥିଲେ।ସହଯୋଗର ହାତ ବଢ଼େଇ ଥିଲେ ସୁଦୀପା ମିଶ୍ର, ସୌମ୍ୟ ରଂଜନ ପାଢ଼ୀ, ବିଶ୍ୱଜିତ୍ ସେଠୀ ଓ ସୌମ୍ୟା ମିଶ୍ର। Highlight#public #Dhenkanal