Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Pmmodi
Rahulgandhi
यूपी
कानपुर
Pm
Uttarpradesh
Haryana

ରାୟଗଡା: ସ୍ଥାନୀୟ ରାୟଗଡା ମହିଳା ମହାବିଦ୍ୟାଳୟ ପରିସରରେ ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ଆଇନ ସଚେତନତା ଶିବିର ଅନୁଷ୍ଠିତ ଅନୁଷ୍ଟିତ

Rayagada, Rayagada | Sep 18, 2025
ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୧୮.୦୯.୨୦୨୫ ରିଖ ଗୁରୁବାର ଦିନ ଘ. ୧୨.୦୦ମି ରେ ସ୍ଥାନୀୟ ରାୟଗଡା ମହିଳା ମହାବିଦ୍ୟାଳୟ ପରିସରରେ “Safety on Social Media Platform & Cyber laws” ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ  ହୋଇଯାଇଛି I
ରାୟଗଡା: ସ୍ଥାନୀୟ ରାୟଗଡା ମହିଳା ମହାବିଦ୍ୟାଳୟ ପରିସରରେ ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ଆଇନ ସଚେତନତା ଶିବିର ଅନୁଷ୍ଠିତ ଅନୁଷ୍ଟିତ - Rayagada News